ମନମୁଣ୍ଡା ଏଏସଆଇଙ୍କୁ ମରଣାନ୍ତକ ଆକ୍ରମଣ ...Middle East

News by : (News room odisha) -
ବୌଦ୍ଧ – ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଦପଲା ଗ୍ରାମଠାରେ ପୋଲିସ ଅଧିକାରୀଙ୍କୁ ମରଣାନ୍ତକ ଆକ୍ରମଣ । ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ପୁଲିସ ବଲାଙ୍ଗିର ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତିକରାଯାଇଛି । ମନମୁଣ୍ଡା ଥାନାର ଏଏସ୍‌ଆଇ କୁମୁଦ ଭୋଇ ବୁଧବାର ଥାନାର ୧୧୨ ସହାୟତା ଗାଡି ଦାୟିତ୍ୱରେ ରହିଥିଲେ। ରାତିରେ ଏକ ସୂଚନା ପାଇ କୁମୁଦ ଭୋଇ ଅନ୍ୟ କର୍ମଚାରୀଙ୍କ ସହ ୧୧୨ ଗାଡିରେ ଦପଲା ଗ୍ରାମକୁ ଯାଇଥିଲେ। ଗାଁ ସ୍କୁଲ ପାଖରେ ୧୦-୧୨ ଜଣ ଦୁର୍ବୃତ୍ତ ଗାଡି ଅଟକାଇ ଏଏସଆଇ କୁମୁଦ ଭୋଇଙ୍କ ଉପରେ ମରଣାନ୍ତକ ଆକ୍ରମଣ କରିଥିଲେ। ଗୁରୁତର ଆହାତ କୁମୁଦ ଭୋଇଙ୍କୁ ପ୍ରଥମେ ସୋନପୁର ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ପରେଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ବଲାଙ୍ଗିର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ପୋଲିସ ଅଧିକାରୀ ମାନେ ପହଞ୍ଚିଚିଥିବା ବେଳେ ଆକ୍ରମଣର କାରଣ ଏବଂ ସଂପୃକ୍ତ ବ୍ୟକ୍ତିଙ୍କ ସଂପର୍କରେ କୌଣସି

Hence then, the article about ମନମ ଣ ଡ ଏଏସଆଇଙ କ ମରଣ ନ ତକ ଆକ ରମଣ was published today ( ) and is available on News room odisha ( Middle East ) The editorial team at PressBee has edited and verified it, and it may have been modified, fully republished, or quoted. You can read and follow the updates of this news or article from its original source.

Read More Details
Finally We wish PressBee provided you with enough information of ( ମନମୁଣ୍ଡା ଏଏସଆଇଙ୍କୁ ମରଣାନ୍ତକ ଆକ୍ରମଣ )

Last updated :

Also on site :

Most Viewed News
جديد الاخبار