ଶିମିଳିପାଳରେ ହେବ କଳାବାଘ ସଫାରୀ ...Middle East

News by : (News room odisha) -
ଭୁବନେଶ୍ୱର – ପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟରେ କଳାବାଘର ସଫାରୀ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଘୋଷଣା କରିଛନ୍ତି। ମୟୂରଭଞ୍ଜର ଶିମିଳିପାଳ ଟାଇଗର ରିଜର୍ଭ ନିକଟରେ ଓଡ଼ିଶା ଏକ ସ୍ବତନ୍ତ୍ର ମେଲାନିଷ୍ଟିକ୍‌ ଟାଇଗର ସଫାରୀ ସ୍ଥାପନ କରିବାକୁ ଯାଉଛି ବୋଲି ସୋସିଆଲ ମିଡିଆ ଏକ୍ସ ମାଧ୍ୟମରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ପର୍ଯ୍ୟଟକମାନେ ଳ ବର୍ତ୍ତମାନ କେବଳ ଓଡ଼ିଶାରେ ମିଳୁଥିବା ବିରଳ ପ୍ରଜାତିର କଳାବାଘର ଝଲକ ପାଇପାରିବେ। ଓଡ଼ିଶା ଜଙ୍ଗଲରେ ବିରଳ କଳାବାଘ ଅଛନ୍ତି ବୋଲି ଗତବର୍ଷ ନଭେମ୍ବରରେ ପିସିସିଏଫ୍‌(ବନ୍ୟପ୍ରାଣୀ) ସୁଶାନ୍ତ ନନ୍ଦ ସୂଚନା ଦେଇଥିଲେ । ରାଜ୍ୟ ସରକାରଙ୍କ ପକ୍ଷରୁ ଚାଲିଥିବା ବାଘ ଗଣନା ସମୟରେ କ୍ୟାମେରା ଟ୍ରାପ୍‌ରେ କଳା ରଙ୍ଗର ଏକ କଲରାପତରିଆ ବାଘ ଦେଖିବାକୁ ମିଳିଛି । କିନ୍ତୁ ସେ କେଉଁ ଜଙ୍ଗଲ ଓ କେଉଁ ଜିଲ୍ଲାରେ ଏଭଳି ବିରଳ ପ୍ରଜାତିର ବାଘ ଦେଖିବାକୁ ମିଳିଛି ସେନେଇ ପିସିସିଏଫ୍‌ କୌଣସି ସ୍ପଷ୍ଟ କରି ନଥିଲେ

Hence then, the article about ଶ ମ ଳ ପ ଳର ହ ବ କଳ ବ ଘ ସଫ ର was published today ( ) and is available on News room odisha ( Middle East ) The editorial team at PressBee has edited and verified it, and it may have been modified, fully republished, or quoted. You can read and follow the updates of this news or article from its original source.

Read More Details
Finally We wish PressBee provided you with enough information of ( ଶିମିଳିପାଳରେ ହେବ କଳାବାଘ ସଫାରୀ )

Last updated :

Also on site :

Most Viewed News
جديد الاخبار