ଆଜିଠୁ ତିନିଦିନ ପ୍ରବଳ ତାତି ...Middle East

News by : (News room odisha) -
ଭୁବନେଶ୍ୱର – ଆଜିଠୁ ତିନି ଦିନ ରାଜ୍ୟରେ ଖରା ତାତି ବଢିବ । ଉପାନ୍ତରୁ ଉପକୂଳ ସବୁଠି ପାରଦ ଉପରମୁହାଁ ହେବ। ଦିନର ତାପମାତ୍ରା ସ୍ବାଭାବିକ ଠାରୁ ୪ ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବ ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ରାଜଧାନୀ ଭୁବନେଶ୍ଵର ଓ କଟକ ସମେତ ବଲାଙ୍ଗୀର, ସମ୍ବଲପୁର, ବରଗଡ, ସୋନପୁର, ବୌଦ୍ଧ, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ, ନୟାଗଡ ଆଦି ଜିଲ୍ଲାରେ ତାପମାତ୍ରା ୩୮ ରୁ ୪୦ ଡିଗ୍ରୀ ପର୍ଯ୍ୟନ୍ତ ଛୁଇଁବା ସମ୍ଭାବନା ରହିଛି । ମେଘମୁକ୍ତ ଆକାଶ ସହ ବାୟୁମଣ୍ଡଳରେ ଶୁଷ୍କତା ବୃଦ୍ଧି ପାଉଥିବାରୁ ରାଜ୍ୟରେ ଏଭଳି ସ୍ଥିତି ଦେଖାଦେବ ବୋଲି ପାଣିପାଗ କେନ୍ଦ୍ର କହିଛି । ଆସନ୍ତା ୧୪ ତାରିଖ ବେଳକୁ ରାଜ୍ୟରେ ପୁଣି ବର୍ଷା ହୋଇପାରେ । ପଶ୍ଚିମା ଝଡ ପ୍ରଭାବରେ ଉତ୍ତର ଅଭ୍ୟନ୍ତରୀଣ ଓଡ଼ିଶାର ବାଲେଶ୍ବର, ଭଦ୍ରକ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଝାରସୁଗୁଡା, ଯାଜପ

Hence then, the article about ଆଜ ଠ ତ ନ ଦ ନ ପ ରବଳ ତ ତ was published today ( ) and is available on News room odisha ( Middle East ) The editorial team at PressBee has edited and verified it, and it may have been modified, fully republished, or quoted. You can read and follow the updates of this news or article from its original source.

Read More Details
Finally We wish PressBee provided you with enough information of ( ଆଜିଠୁ ତିନିଦିନ ପ୍ରବଳ ତାତି )

Last updated :

Also on site :

Most Viewed News
جديد الاخبار