ଭୋଟ୍ ଗଣତି ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା  ...Middle East

News by : (News room odisha) -
ଭୁବନେଶ୍ୱର – ଆସନ୍ତାକାଲି ଭୋଟ୍ ଗଣତି ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ରାଜ୍ୟବ୍ୟାପୀ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଷ୍ଟ୍ରଙ୍ଗ ରୁମ ସୁରକ୍ଷା ଓ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣ ଉପରେ ଗୁରୁତ୍ୱ ଦିଆଯାଇଛି। ୬୯ଟି ଷ୍ଟ୍ରଙ୍ଗରୁମ ଓ ଗୋଟିଏ ପୋଷ୍ଟାଲ ବାଲାଟ କାଉଣ୍ଟିଂ କେନ୍ଦ୍ରରେ ତ୍ରିସ୍ତରୀୟ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଷ୍ଟ୍ରଙ୍ଗରୁମରେ ସିଏପିଏଫ୍ ମୁତୟନ ହୋଇଥିବା ବେଳେ ଷ୍ଟ୍ରଙ୍ଗ ରୁମ ବାହାରେ ବନ୍ଧୁକ ଧାରୀ ପୋଲିସ ଓ ଜିଲ୍ଲା ପୋଲିସ ମୁତୟନ ହେବେ । ୧୧୫ଟି କେନ୍ଦ୍ରୀୟ କମ୍ପାନୀ ଷ୍ଟ୍ରଙ୍ଗ ରୁମରେ ମୁତୟନ ରହିବେ । ଏହାସହ ୨୧୮ ପ୍ଲାଟୁନ ପୋଲିସ ଫୋର୍ସ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ନଜର ରଖିବେ । ସେହିପରି ଷ୍ଟ୍ରଙ୍ଗ ରୁମକୁ କେବଳ ପାସ ଥିବା କର୍ମଚାରୀ ଭିତରକୁ ଯାଇ ପାରିବେ । ଗଣମାଧ୍ୟମ ପାଇଁ ମଧ୍ୟ ପାସ ବ୍ୟବସ୍ଥା କରାଯାଇଛି । କାଉଣ୍ଟିଂ ସେଣ୍ଟରକୁ ମୋବାଇଲ ନେବା ଉପରେ କଟକଣା ରହିଛି । କେବଳ ଯେଉଁ ଅଧିକାରୀଙ୍କୁ ଅନୁମତି

Hence then, the article about ଭ ଟ ଗଣତ ପ ଇ କଡ ସ ରକ ଷ ବ ୟବସ ଥ was published today ( ) and is available on News room odisha ( Middle East ) The editorial team at PressBee has edited and verified it, and it may have been modified, fully republished, or quoted. You can read and follow the updates of this news or article from its original source.

Read More Details
Finally We wish PressBee provided you with enough information of ( ଭୋଟ୍ ଗଣତି ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା  )

Last updated :

Also on site :

Most Viewed News
جديد الاخبار