ବିଜେଡି ଉପସଭାପତି ପଦରୁ ସୌମ୍ୟରଞ୍ଜନ ବିଦା ...Middle East

News room odisha - News
ବିଜେଡି ଉପସଭାପତି ପଦରୁ ସୌମ୍ୟରଞ୍ଜନ ବିଦା
ଭୁବନେଶ୍ୱର – ନିଜ ଖବରକାଗଜ ସମ୍ପାଦକୀୟରେ ବିଜେଡି ସରକାରକୁ ବିଭିନ୍ନ ସମୟରେ ସମାଲୋଚନା କରି ଆସୁଥିବା ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଜେଡିର ଉପସଭାପତି ପଦରୁ ସୌମ୍ୟରଞ୍ଜନଙ୍କୁ ହଟାଇ ଦିଆଯାଇଛି। ତୁରନ୍ତ ଏହି ନିଷ୍ପତ୍ତି କାର୍ଯ୍ୟକାରୀ ହୋଇଛି। ଏ ନେଇ ବିଜୁ ଜନତା ଦଳ ପକ୍ଷରୁ ସୂଚନା ଦିଆଯାଇଛି। The post ବିଜେଡି ଉପସଭାପତି ପଦରୁ ସୌମ୍ୟରଞ୍ଜନ ବିଦା appeared first on News Room Odisha.

Hence then, the article about ବ ଜ ଡ ଉପସଭ ପତ ପଦର ସ ମ ୟରଞ ଜନ ବ ଦ was published today ( ) and is available on News room odisha ( Middle East ) The editorial team at PressBee has edited and verified it, and it may have been modified, fully republished, or quoted. You can read and follow the updates of this news or article from its original source.

Read More Details
Finally We wish PressBee provided you with enough information of ( ବିଜେଡି ଉପସଭାପତି ପଦରୁ ସୌମ୍ୟରଞ୍ଜନ ବିଦା )

Apple Storegoogle play

Last updated :

Also on site :

Most viewed in News