ଆଇପିଏସ ସ୍ତରରେ ସାମାନ୍ୟ ଅଦଳବଦଳ ...Middle East

News room odisha - News
ଆଇପିଏସ ସ୍ତରରେ ସାମାନ୍ୟ ଅଦଳବଦଳ
ଭୁବନେଶ୍ୱର – ଆଇପିଏସ ସ୍ତରରେ ସାମାନ୍ୟ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ୧୯୮୯ ବ୍ୟାଚ ଆଇପିଏସ ବି.ରାଧିକାଙ୍କୁ ଆଜି ରାଜ୍ୟ ସରକାର ପୋଲିସ ରିକ୍ରୁଟମେଣ୍ଟ ବୋର୍ଡର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏଥିସହ ଓଡ଼ିଶା ରାଜ୍ୟ ଫୋରେନ୍ସିକ ସାଇନ୍ସ ଲାବ୍ରୋଟୋରୀର ନିର୍ଦ୍ଦେଶକ ଭାବେ ବି.ରାଧିକାଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି । ନିକଟରେ ରାଧିକା କେନ୍ଦ୍ରୀୟ ଡେପୁଟେସନରୁ ଫେରିଛନ୍ତି। ବର୍ତ୍ତମାନ ରାଜ୍ୟ ଫୋରେନ୍ସିକ ସାଇନ୍ସ ଲାବ୍ରୋଟୋରୀର ନିର୍ଦ୍ଦେଶକ ଥିବା ସେଣ୍ଟ୍ରାଲ ରେଞ୍ଜ ଆଇଜି ଆଶିଷ କୁମାର ସିଂହଙ୍କୁ ଓପିଏଚ ଡବ୍ଲୁସିର ସିଇଓ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେ ସିଇଓ ଭାବେ ଓପିଏଚଡବ୍ଲୁସି ସିଏମଓଙ୍କୁ ରିପୋର୍ଟ କରିବେ ।  ବିଜୁ ପଟ୍ଟନାୟକ ପୋଲିସ ଏକାଡେମୀର (ଆଇଜି ପ୍ରଶିକ୍ଷଣ) ୨୦୦୧ ବ୍ୟାଚ୍ ଆଇପିଏସ୍ ସାଇନି.ଏସ୍‌ଙ୍କୁ କ୍ରାଇମ ଏଗନେଷ୍ଟ ୱିମେନ୍ ଆଣ୍ଡ ଚାଇଲ୍ଡ ୱିଙ୍ଗ( ସିଏଡବ୍ଲ୍ୟୁଆଣ୍ଡ ସିଡବ୍ଲ୍ୟୁ)ର ଆଇଜି ଭାବେ ଅତିରିକ୍ତ ଦାୟ

Hence then, the article about ଆଇପ ଏସ ସ ତରର ସ ମ ନ ୟ ଅଦଳବଦଳ was published today ( ) and is available on News room odisha ( Middle East ) The editorial team at PressBee has edited and verified it, and it may have been modified, fully republished, or quoted. You can read and follow the updates of this news or article from its original source.

Read More Details
Finally We wish PressBee provided you with enough information of ( ଆଇପିଏସ ସ୍ତରରେ ସାମାନ୍ୟ ଅଦଳବଦଳ )

Apple Storegoogle play

Last updated :

Also on site :

Most viewed in News