ହୀରାକୁଦ ଡ୍ୟାମରେ ପକ୍ଷୀ ଗଣନା ଆରମ୍ଭ  ...Middle East

News room odisha - News
ହୀରାକୁଦ ଡ୍ୟାମରେ ପକ୍ଷୀ ଗଣନା ଆରମ୍ଭ 
ସମ୍ବଲପୁର – ହୀରାକୁଦ ନଦୀବନ୍ଧରେ ଆଜିଠୁ ଆରମ୍ଭ ହୋଇଛି ପକ୍ଷୀ ଗଣନା । ସକାଳ ୬ଟାରୁ ପକ୍ଷୀ ଗଣନା କାର୍ଯ୍ୟ ଆରମ୍ଭ ହୋଇଛି । ଗଣନା ଅପରାହ୍ନ ୫ଟା ଯାଏଁ ଚାଲିବ । ଏଥିପାଇଁ ହୀରାକୁଦ ଡ୍ୟାମର ୫ ଶହ ବର୍ଗ କିଲୋମିଟର ଅଞ୍ଚଳକୁ ମୋଟ ୨୧ଟି ସେଣ୍ଟରରେ ବିଭକ୍ତ କରାଯାଇଛି । ମୋଟ ୩୨ଟି ଟିମ ପକ୍ଷୀ ଗଣନା କାର୍ଯ୍ୟରେ ନିୟୋଜିତ ଅଛନ୍ତି। ସମ୍ବଲପୁର ସମେତ ବରଗଡ ଓ ଝାରସୁଗୁଡାର ବନ ବିଭାଗ ମଧ୍ୟ ଏହି ଗଣନା କାର୍ଯ୍ୟରେ ସାମିଲ ହୋଇଛନ୍ତି । ଏନେଇ ହୀରାକୁଦ ବନ୍ୟପ୍ରାଣୀ ବନଖଣ୍ଡ ଡିଏଫଓ ସୂଚନା ଦେଇଛନ୍ତି । The post ହୀରାକୁଦ ଡ୍ୟାମରେ ପକ୍ଷୀ ଗଣନା ଆରମ୍ଭ  appeared first on News Room Odisha.

Hence then, the article about ହ ର କ ଦ ଡ ୟ ମର ପକ ଷ ଗଣନ ଆରମ ଭ was published today ( ) and is available on News room odisha ( Middle East ) The editorial team at PressBee has edited and verified it, and it may have been modified, fully republished, or quoted. You can read and follow the updates of this news or article from its original source.

Read More Details
Finally We wish PressBee provided you with enough information of ( ହୀରାକୁଦ ଡ୍ୟାମରେ ପକ୍ଷୀ ଗଣନା ଆରମ୍ଭ  )

Apple Storegoogle play

Last updated :

Also on site :

Most viewed in News