ଜାନୁଆରୀ ୨୨ରେ ଅଧାଦିନ ଛୁଟି ...Middle East

News room odisha - News
ଜାନୁଆରୀ ୨୨ରେ ଅଧାଦିନ ଛୁଟି
ନୂଆଦିଲ୍ଲୀ: ରାମ ମନ୍ଦିର ପ୍ରାଣ ପ୍ରତିଷ୍ଠା ପାଇଁ ଜାନୁଆରୀ ୨୨କୁ କେନ୍ଦ୍ର ସରକାର ଅଧାଦିନ ଛୁଟି ଘୋଷଣା କରିଛନ୍ତି। ସେହିଦିନ କେନ୍ଦ୍ର ସରକାରଙ୍କ ଅଧୀନ ସମସ୍ତ କାର୍ଯ୍ୟାଳୟ ଅଧା ଦିନ ଛୁଟି ରହିବ । ସରକାରଙ୍କ ତରଫରୁ ଏନେଇ ନିର୍ଦ୍ଦେଶ ଜାରି ହୋଇଛି । ଲୋକଙ୍କ ଉତ୍ସାହକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି ବୋଲି ସରକାର କହିଛନ୍ତି । ସରକାରଙ୍କ ତରଫରୁ ଜାରି ନିର୍ଦ୍ଦେଶରେ କୁହାଯାଇଛି, ଦେଶର କେନ୍ଦ୍ର ସରକାରଙ୍କ ସମସ୍ତ କାର୍ଯ୍ୟାଳୟ, କେନ୍ଦ୍ରୀୟ ଅନୁଷ୍ଠାନ ଏବଂ କେନ୍ଦ୍ରୀୟ ଔଦ୍ୟୋଗିକ ପ୍ରତିଷ୍ଠାନଗୁଡ଼ିକ ଜାନୁଆରୀ ୨୨ ରେ ଅପରାହ୍ନ ୨:୩୦ ପର୍ଯ୍ୟନ୍ତ ବନ୍ଦ ରହିବ | ଲୋକମାନେ ଯେପରି ରାମ ଲାଲା ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମର ସିଧା ପ୍ରସାରଣ ଦେଖିପାରିବେ ସରକାର ସେଥିପାଇଁ ଏହି ନିଷ୍ପତ୍ତି ନେଇଛନ୍ତି । ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ଉତ୍ସବ ଜାନୁଆରୀ ୨୨ରେ ଅନୁଷ୍ଠିତ ହେବ । ଏହି ଉତ୍ସବରେ ପ୍ରଧାନମନ୍ତ୍ରୀ ମୋଦୀ ମୁଖ୍ୟ କର୍ତ୍ତା ଭାବେ

Hence then, the article about ଜ ନ ଆର ୨୨ର ଅଧ ଦ ନ ଛ ଟ was published today ( ) and is available on News room odisha ( Middle East ) The editorial team at PressBee has edited and verified it, and it may have been modified, fully republished, or quoted. You can read and follow the updates of this news or article from its original source.

Read More Details
Finally We wish PressBee provided you with enough information of ( ଜାନୁଆରୀ ୨୨ରେ ଅଧାଦିନ ଛୁଟି )

Apple Storegoogle play

Last updated :

Also on site :