ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ  ...Middle East

News room odisha - News
ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ 
ଭୁବନେଶ୍ୱର – ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା – ଓଜେଇଇ-୨୪ର ଫଳାଫଳ ପ୍ରକାଶ ପାଇଛି। ଚଳିତବର୍ଷ ଓଜେଇଇ ମେ’ ୬ ତାରିଖରୁ ୧୦ ତାରିଖ ମଧ୍ୟରେ ହୋଇଥିଲା। ୨୦୨୪-୨୦୨୫ ଶିକ୍ଷାବର୍ଷ ନିମନ୍ତେ ରାଜ୍ୟର ବିଭିନ୍ନ ସରକାରୀ ଇଞ୍ଜିନିୟରିଂ ତଥା ବେସରକାରୀ ବିଶ୍ୱବିଦ୍ୟାଳୟ ଓ ଶିକ୍ଷା ଅନୁଷ୍ଠାନଗୁଡ଼ିକରେ ପ୍ରଚଳିତ ବିଭିନ୍ନ ବୈଷୟିକ ଏବଂ ବୃତ୍ତିଗତ ପାଠ୍ୟକ୍ରମ ପାଇଁ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ଚଳିତବର୍ଷ ୫୬ ହଜାର ୪୭ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ସେଥିରୁ ୫୬,୦୦୦ ପରୀକ୍ଷାର୍ଥୀଙ୍କୁ ନିଜ ନିଜର ପ୍ରଦର୍ଶନ ଅନୁଯାୟୀ, ସେମାନଙ୍କୁ ର଼୍ୟାଙ୍କ ମିଳିଛି। ପରୀକ୍ଷାର୍ଥୀମାନେ www.ojee.nic.inରେ ନିଜର ର଼୍ୟାଙ୍କ କାର୍ଡ ପାଇପାରିବେ। ସମସ୍ତ ପାଠ୍ୟକ୍ରମ ପାଇଁ କମ୍ପ୍ୟୁଟର ଆଧାରିତ ପରୀକ୍ଷା ମାଧ୍ୟମରେ ପ୍ରବେଶିକା ପରୀକ୍ଷା କରାଯାଇଥିଲା। ଏ ବର୍ଷ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାର ୫୭ଟି କେନ୍ଦ୍ର ସହିତ ରାଜ୍ୟ ବାହାରେ ୩ଟି ପରୀକ୍ଷା କେନ୍ଦ୍

Hence then, the article about ପ ରକ ଶ ପ ଇଲ ଓଜ ଇଇ ର ଜଲ ଟ was published today ( ) and is available on News room odisha ( Middle East ) The editorial team at PressBee has edited and verified it, and it may have been modified, fully republished, or quoted. You can read and follow the updates of this news or article from its original source.

Read More Details
Finally We wish PressBee provided you with enough information of ( ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ  )

Apple Storegoogle play

Last updated :

Also on site :

Most viewed in News