ପାନୀୟ ଜଳ ସମ୍ପର୍କରେ ସମୀକ୍ଷା ...Middle East

News room odisha - News
ପାନୀୟ ଜଳ ସମ୍ପର୍କରେ ସମୀକ୍ଷା
ଭୁବନେଶ୍ୱର -ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ତଥା ରାଷ୍ଟ୍ରାୟତ୍ତ ଉଦ୍ୟୋଗ ମନ୍ତ୍ରୀ ଡାଃ କୃଷ୍ଣ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଗୁରୁବାର ବାସୁଆଘାଇ ସ୍ଥିତ ଓଡ଼ିଶା ଅର୍ବାନ ଏକାଡ଼େମୀ ପରିସରରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଓଡ଼ିଶାରେ ପାନୀୟ ଜଳ ଏବଂ ବର୍ଜ୍ୟ ଜଳ ନିଷ୍କାସନର ସ୍ଥିତି ଏବଂ ଅଗ୍ରଗତି ସମ୍ପର୍କରେ ଆଲୋଚନା କରାଯାଇଥିଲା । ଏହି ବୈଠକରେ ଅତିରକ୍ତ ଶାସନ ସଚିବ ଜି. ମାଥି ଭାଥନନ ମନ୍ତ୍ରୀଙ୍କ ସମ୍ମୁଖରେ ଓଡ଼ିଶାରେ ଜଳର ଯାତ୍ରା ସମ୍ପର୍କିତ ଏକ ଉପସ୍ଥାପନା ପ୍ରସ୍ତୁତ କରିଥିଲେ। ଏତଦ୍ ବ୍ୟତୀତ ୱାଟକୋର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଇଂ ପ୍ରଦୀପ୍ତ କୁମାର ସ୍ବାଇଁ ଡ୍ରିଂକ ଫ୍ରମ୍ ଟ୍ୟାପ୍ ପ୍ରକଳ୍ପର ଅଗ୍ରଗତି ସମ୍ପର୍କିତ ଏକ ଉପସ୍ଥାପନା ପ୍ରସ୍ତୁତ କରିଥିଲେ। ବୈଠକ ପରେ ମନ୍ତ୍ରୀ ଦୈନିକ ନିର୍ଗତ ତରଳ ବର୍ଜ୍ୟ ପରିଚାଳନା ଏବଂ ବିଶୁଦ୍ଧିକରଣ ପାଇଁ ବାସୁଆଘାଇ ଠାରେ ଥିବା ଫିକଲ ସ୍ଲଜ ଟ୍ରିଟମେଣ୍ଟ ପ୍ଳାଣ୍ଟ (ଏଫଏ

Hence then, the article about ପ ନ ୟ ଜଳ ସମ ପର କର ସମ କ ଷ was published today ( ) and is available on News room odisha ( Middle East ) The editorial team at PressBee has edited and verified it, and it may have been modified, fully republished, or quoted. You can read and follow the updates of this news or article from its original source.

Read More Details
Finally We wish PressBee provided you with enough information of ( ପାନୀୟ ଜଳ ସମ୍ପର୍କରେ ସମୀକ୍ଷା )

Apple Storegoogle play

Last updated :

Also on site :



Latest News