ନୂଆପଡା ଉପନିର୍ବାଚନ: ୧୯ ଜଣ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନ ପତ୍ର  ...Middle East

News room odisha - News
ନୂଆପଡା ଉପନିର୍ବାଚନ: ୧୯ ଜଣ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନ ପତ୍ର 

ନୂଆପଡା/ଭୁବନେଶ୍ୱର: ନୂଆପଡା ବିଧାନସଭା ଉପ ନିର୍ବାଚନ ପାଇଁ ଆଜି ନାମାଙ୍କନ ପତ୍ର ଦାଖଲର ଶେଷ ଦିନ ଥିଲା । ସମୁଦାୟ ୧୯ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ସେମାନେ ହେଲେ ବିଜୁ ଜନତା ଦଳର ସ୍ନେହାଙ୍ଗିନୀ ଛୁରିଆ, ଭାରତୀୟ ଜନତା ଦଳର ଜୟ ଢୋଲକିଆ ଏବଂ ଭାରତୀୟ ଜାତୀୟ କଂଗ୍ରେସର ଘାସିରାମ ମାଝୀ, ସମାଜବାଦୀ ପାର୍ଟିର ରମାକାନ୍ତ ହାତୀ , ବହୁଜନ ମୁକ୍ତି ପାର୍ଟିର ହେମନ୍ତ ତାଣ୍ଡି, ବହୁଜନ ସମାଜ ପାର୍ଟିର ରାଜା ରାମ ସାହୁ, ଓଡ଼ିଶା ଜନତା ଦଳର ଶୁକଧର ଦଣ୍ଡସେନା, ରାଷ୍ଟ୍ରୀୟ ପରିବର୍ତ୍ତନ ଦଳର ସୀତାରାମ ବେହେରା ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଏମାନଙ୍କ ସହିତ ୧୧ ଜଣ ସ୍ବାଧୀନ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

    ସ୍ବାଧୀନ ପ୍ରାର୍ଥୀ ମାନେ ହେଲେ ଆଶ୍ରୟ ମହାନନ୍ଦ, ଇ.ଚକ୍ରାନ୍ତ ଜେନା, ପୁରୁଷୋତ୍ତମ ବେହେରା,କମଲ କୁମାର ଛତ୍ରିଆ, ଭୁବନଲାଲ ସାହୁ,ଲୋଚନ ମାଝୀ,ଭୁଜବଳ ଆଡ଼ବଙ୍ଗ, କିଶୋର କୁମାର ବାଗ,ଭକ୍ତ ବନ୍ଧୁ ଧରୁଆ, ନୀତା ବାଗ ଏବଂ ଲକ୍ଷ୍ମୀ କାନ୍ତ ତାଣ୍ଡି ।

    ଅକ୍ଟୋବର ୨୪ (ଶୁକ୍ରବାର) ନାମାଙ୍କନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ହୋଇଥିବା ବେଳେ ନଭେମ୍ବର ୧୬ ତାରିଖ (ରବିବାର) ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସମ୍ପୂର୍ଣ୍ଣ ହେବ ।

    ନୂଆପଡା ଉପନିର୍ବାଚନ: ୧୯ ଜଣ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନ ପତ୍ର  News Room Odisha.

    Hence then, the article about ନ ଆପଡ ଉପନ ର ବ ଚନ ୧୯ ଜଣ ପ ର ର ଥ ଦ ଖଲ କଲ ନ ମ ଙ କନ ପତ ର was published today ( ) and is available on News room odisha ( Middle East ) The editorial team at PressBee has edited and verified it, and it may have been modified, fully republished, or quoted. You can read and follow the updates of this news or article from its original source.

    Read More Details
    Finally We wish PressBee provided you with enough information of ( ନୂଆପଡା ଉପନିର୍ବାଚନ: ୧୯ ଜଣ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନ ପତ୍ର  )

    Apple Storegoogle play

    Last updated :

    Also on site :

    Most viewed in News